ଶ୍ରମମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଦାବି କଲା ବିଜେପି। ମା’ କୁ ସମ୍ମାନ ଦେବା କଥା କହୁଥିବା ମୁଖ୍ୟମନ୍ତ୍ରୀ କ’ଣ ପାଇଁ ଏ ଘଟଣାରେ ଚୁପ୍ ବୋଲି ପ୍ରଶ୍ନ ଉଠାଇଛି ବିଜେପି । ପୀଡ଼ିତା ସଞ୍ଜୁକ୍ତାଙ୍କ ଜୀବନ ପ୍ରତି ବିପଦ ରହିଛି ତାଙ୍କୁ ସୁରକ୍ଷା ଦେବାକୁ ଦାବି କରିଛି ବିଜେପି। ମହିଳାମାନେ ଆଜି ନିଜ ସୁରକ୍ଷା ପାଇଁ ଆର୍ତ୍ତ ଚିତ୍କାର କରୁଛନ୍ତି । ନିଜ ଦଳର ନେତ୍ରୀଙ୍କୁ କେମିତି ସୁରକ୍ଷା ଦେବେ ମୁଖ୍ୟମନ୍ତ୍ରୀ କୁହନ୍ତୁ । ଏଫଆଇଆର ଦେବା ପରେ ବି ପୋଲିସ ମୁହଁ ଚୁପ । ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ । ଯଦି ଘଟଣାକୁ ଚାପିଦେବାକୁ ଚେଷ୍ଟା କରିବେ ତାହେଲେ ବିଜେପି ରାଜରାସ୍ତାକୁ ଓହ୍ଲାଇ ଆନେ୍ଦାଳନ କରିବ ବୋଲି ଚେତାବନୀ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’