Masthead

ଯଦି ଏତେ କଷ୍ଟ ଲାଗୁଛି ବିଷ ପୁଡ଼ିଆ ଦେଇଦିଅ: ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ଏମପି ସଞ୍ଜୟ ସିଂ ଶୁକ୍ରବାର ଏକ ପ୍ରେସ କନଫରେନ୍ସ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅବକାରୀ ନୀତି ମାମଲାର ଯାଞ୍ଚକୁ ନେଇ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଯଦି ଏତେ କଷ୍ଟ ଲାଗୁଛି ତେବେ କେଜରିୱାଲ, ମନିଷ ଓ ସତ୍ୟେନ୍ଦ୍ରଙ୍କୁ ବିଷ ପୁଡିଆ ଦେଇ ଦିଅ। ସଞ୍ଜୟ କହିଛନ୍ତି, ଇଡିର ଯାଞ୍ଚ କେମିତି ମିଥ୍ୟା କହୁଛି ତାହାର ସତ୍ୟତା ପ୍ରକାଶ କରୁଛି।

ବିଜେପି ସତ୍ୟେନ୍ଦ୍ର ଜୈନଙ୍କୁ ନେଇ ବାରମ୍ବାର ଯେଉଁ କଥା କହୁଛି ଯେ ୧୪ ଫୋନ ସିମ ନଷ୍ଟ କରି ଦିଆଯାଇଛି । କିନ୍ତୁ ଇଡି ଏହାକୁ ନେଇ ଯେଉଁ ରିପୋର୍ଟ ଦାଖଲ କରିଛି , ଏ ସମସ୍ତ ଫୋନ ଏବେବି କାର୍ଯ୍ୟକ୍ଷମ ରହିଛି। କୌଣସି ସିମ ନଷ୍ଟ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର