Masthead

ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାଷଣବେଳେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କ ଭାଷଣ ବେଳେ ଜୋରଦାର ବିସ୍ଫୋରଣ । ଜାପାନର ବାକାୟାମ୍‌ରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିସ୍ଫୋରଣ ଘଟିଥିଲା । ସେହି କାର୍ଯ୍ୟକ୍ରମରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ଯୋଗଦେଇଥିଲେ । ସେ ଭାଷଣ ଦେବା ସମୟରେ ଏହି ବିସ୍ଫୋରଣ ଘଟିଥିଲା । ସୌଭାଗ୍ୟବସତଃ ପ୍ରଧାନମନ୍ତ୍ରୀଙ୍କର କୌଣସି କ୍ଷତି ହୋଇଥିବା ସୂଚନା ନାହିଁ । ତାଙ୍କୁ ତୁରନ୍ତ ସେଠାରୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି ।

ସନ୍ଦିଗ୍ଧ ଆକ୍ରମଣକାରୀକୁ ଗିରଫ କରାଯାଇଥିବା ସୂଚନା ମିଳିଛି । ୱାକାୟାମା ସ୍ଥିତ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ବାସଭବନରେ କାର୍ଯ୍ୟକ୍ରମ ବେଳେ ଏହି ଅଘଟଣ ଘଟିଛି । ପ୍ରଧାନମନ୍ତ୍ରୀ ଭାଷଣ ଦେବାବେଳେ ସ୍ମୋକ ବୋମା ସାହାଯ୍ୟରେ ଆକ୍ରମଣ କରାଯାଇଥିଲା । ‘ଦ ଜାପାନ ଟାଇମ୍ସ’ ମୁତାବକ ଫୁମିଓ କିସିଦା ଭାଷଣ ଆରମ୍ଭ କରିବାମାତ୍ରେ ଏହି ଆକ୍ରମଣ କରାଯାଇଥିଲା । ସ୍ମୋକ ବୋମା ଫିଙ୍ଗାଯିବା ପରେ ସେଠାରେ ଧୂଆଁ ଭର୍ତ୍ତି ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ