Masthead

ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁରରେ (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧି ପୁଣି ବଢିଲା । ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ଇଣ୍ଟରନେଟ୍ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ।

ସେପଟେ ଗତକାଲି ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଘଟିଥିବା ଅଘଟଣ ଯୋଗୁଁ ସମ୍ବଲପୁର ସହରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି । ରାତି ୧୨ଟାରୁ କର୍ଫ୍ୟୁ ଜାରି ହୋଇଛି । ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ । ସକାଳ ୮ରୁ ୧୦ଟା ଓ ଅପରାହ୍ନ ୩ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ