Masthead

ମାଙ୍କଡ଼ ଖର୍ଚ୍ଚ ଶ୍ରୀଲଙ୍କାକୁ ବଳିଯାଉଛି

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଆର୍ଥିକ ସଙ୍କଟ ଦେଇ ଗତି କରୁଛି ଶ୍ରୀଲଙ୍କା । ନିଜ ଖର୍ଚ୍ଚକୁ କମ କରିବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରୁଛି । ଶ୍ରୀଲଙ୍କା ସରକାର ‘ଟକ୍ ମ୍ୟାକାକ୍’ ମାଙ୍କଡ଼ ଉପରେ ହେଉଥିବା ଖର୍ଚ୍ଚ ହ୍ରାସ ଲାଗି ଚୀନର ସହୋଯୋଗ ଲୋଡ଼ିଛନ୍ତି । ଚୀନକୁ ୧ ଲକ୍ଷ ମାଙ୍କଡ଼ ବିକ୍ରି କରିବା ପାଇଁ ଯୋଜନା କରାଯାଉଛି । ତେବେ ଏହାକୁ ନେଇ ଶ୍ରୀଲଙ୍କା ପରିବେଶବିତ ଆପତ୍ତି ଉଠାଇଛନ୍ତି । ଚୀନ କେଉଁ ଊଦେ୍ଦଶ୍ୟରେ ମାଙ୍କଡ଼ ନେଉଛି ତାହା ଉପରେ ସନେ୍ଦହ ପ୍ରକାଶ କରିଛନ୍ତି । ମାଂସ ପାଇଁ ସେମାନଙ୍କୁ କିଣାଯାଉଥିବା ସନେ୍ଦହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ