Masthead

୨୪ ଘଣ୍ଟାରେ ୨୭ ମୃତ , ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪କୋଟି ୪୮ଲକ୍ଷ ୮ହଜାର ୨୨ରେ ପହଞ୍ଚିଛି। ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୧୦୯ ଥିବା ବେଳେ ଶନିବାର ଏହା କମ ରହିଛି।

ହେଲେ ଶନିବାର ମୃତ୍ୟୁ ସଂଖ୍ୟା ଶୁକ୍ରବାରଠାରୁ ଅଧିକ ହୋଇଛି। ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି।  ସବୁଠାରୁ ଅଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି। ଗୁଜରାଟରେ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼