Masthead

ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର । ସମ୍ବଲପୁର ଜିଲାରେ କାର୍ଯ୍ୟରତ ପୋଷ୍ଟାଲ ଆସିଷ୍ଟାଣ୍ଟ ଇଞ୍ଜିନିୟର । ଶୁକ୍ରବାର ସମ୍ବଲପୁରସ୍ଥିତ ଡାକଘର ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଜଣେ କଣ୍ଟ୍ରାକ୍ଟରଙ୍କଠାରୁ ୧.୨୨ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡିଥିଲେ। ଏସଂକ୍ରାନ୍ତରେ ସିବିଆଇ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଡାକ ବିଭାଗରେ ଚାକିରି ଦେବା ପାଇଁ  ଲାଞ୍ଚ ନେଉଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼