Masthead

ସହିରାରେ ପୋଲିସ ମୁତୟନ

କେନ୍ଦ୍ରପଡ଼ା (ବଡ଼ ଖବର ବ୍ୟୁରୋ): ସହିରା ହତ୍ୟା ଘଟଣା, ତିନିଜଣଙ୍କ ନାମରେ ଏତଲା ଦେଲେ ମୃତକଙ୍କ ଦାଦା । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ସହିରା ଗାଁରେ ରାଜନୈତିକ ଶତ୍ରୁତାରୁ ଶୁକ୍ରବାର ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ତିନିଜଣଙ୍କ ନାମରେ ଆଳି ଥାନାରେ ଲିଖିତ ଅଭିଯୋଗ କଲେ ମୃତ ଅମିତଙ୍କର ଦାଦା ମନୋରଞ୍ଜନ ପାତ୍ର । ଗତ ସରପଞ୍ଚ ନିର୍ବାଚନରେ ଅମିତଙ୍କ ଦାଦା ନିର୍ବାଚନ ହାରିବା ପରେ ରଶ୍ମିରଞ୍ଜନ ରାଉଳଙ୍କର ସମ୍ପର୍କୀୟ ନିର୍ବାଚନୀରେ ବିଜୟୀ ହେବାପରେ ସେବେଠୁ ଦ୍ୱନ୍ଦ୍ୱ ଲାଗି ରହିଥିଲା ।

ଏହି ହତ୍ୟା ଘଟଣାରେ ପୋଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି । ସହିରା ଗାଁରେ ପୋଲିସ ମୁତୟନ କରାଯାଇଛି । ଅମିତଙ୍କର ଶବ ଦେଖିବା ପାଇଁ ପଟ୍ଟାମୁଣ୍ଡାଇ ଡାକ୍ତରଖାନାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା ପହଞ୍ଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି