Masthead

ବିଜେପି ନେତାଙ୍କୁ ଗୁଳି କରି ହତ୍ୟା

ଦ୍ୱାରକା (ବଡ଼ ଖବର ବ୍ୟୁରୋ): ବିଜେପି ନେତାଙ୍କୁ ଗୁଳି କରି ହତ୍ୟା । ଶୁକ୍ରବାର ସନ୍ଧ୍ୟାରେ ବିଜେପି ନେତା ତଥା ବିଜେପି କିସାନ ମୋର୍ଚ୍ଚାର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ମଟିୟାଲା ଦଳୀୟ କାର୍ଯ୍ୟାଳୟରେ ଥିବାବେଳେ କିଛି ଯୁବକ ବାଇକରେ ଆସି ପାର୍ଟି ଅଫିସରେ ପଶିଥିଲେ । ପରେ ଆଖିବୁଜା ଗୁଳି ଚଳାଇଥିଲେ । ଘଟଣାସ୍ଥଳରେ ସୁରେନ୍ଦ୍ର କୁମାରଙ୍କ ମୃତୁ୍ୟ ହୋଇଥିଲା ।

ଦ୍ୱାରକା ଡିସିପି ଏମ୍ ହର୍ଷବର୍ଦ୍ଧନ କହିଛନ୍ତି ଯେ, ଘଟଣା ସମୟରେ ସୁରେନ୍ଦ୍ର କୁମାର ନିଜ କାର୍ଯ୍ୟାଳୟରେ ଥିଲେ । ସେପଟେ ଅଭିଯୁକ୍ତଙ୍କ ଧରିବାକୁ ଏକାଧିକ ଟିମ ଗଠନ କରିଛି ପୁଲିସ । ପୁରା ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ