Masthead

କଂଗ୍ରେସର ପ୍ରାର୍ଥିପତ୍ର ଦାଖଲ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖକୁ ଆଉ ୫ ଦିନ ବାକି ଅଛି । ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଝାରସୁଗୁଡ଼ା ଉପଜିଲ୍ଳାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଆସନ୍ତା ୧୭ରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି । ଆସନ୍ତା ସୋମବାର ବିଜେଡି ପ୍ରାର୍ଥୀ ଦୀପାଲି ଦାସ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ