Masthead

ରବୀନ୍ଦ୍ର ମଣ୍ଡପରେ ନମାମି ମନ୍ଦାକିନୀର ନବବର୍ଷ ମହୋତ୍ସବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଗତକାଲି ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଛି ନମାମି ମନ୍ଦାକିନୀ ନବବର୍ଷ ମହୋତ୍ସବ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ରାଜ୍ୟ ସଭାପତି ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ । ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ,ସଂସ୍କୃତ ପୁରୁଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ସାହିତ୍ୟିକ ଦାଶ ବେନହୁର,ଅତିଶ ମହାନ୍ତି,ଡ଼ ସଂଘମିତ୍ରା ପତି ଯୋଗ ଦେଇଥିବା ବେଳେ, ଓଡ଼ିଆ ସଂସ୍କୃତି,ପରମ୍ପରାକୁ କିଭଳି ଭାବେ ବଞ୍ଚାଇ ପାରିବା ଏହି ବିଷୟରେ ଆଲୋଚନା ହୋଇଥିଲା । ଏହା ସହ ଓଡ଼ିଆ ନବବର୍ଷର ମହତ୍ୱ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା