Masthead

ସମ୍ବଲପୁର ହିଂସା ଘଟଣା, ଗିରଫ ସଂଖ୍ୟା ୭୯କୁ ବୃଦ୍ଧି

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁର ହିଂସା ଘଟଣା । ଆଉ ୩୦ ଜଣଙ୍କୁ ଗିରଫ କଲା ପୋଲିସ । ଘଟଣାରେ ଗିରଫଦାରୀ ସଂଖ୍ୟା ୭୯କୁ ବୃଦ୍ଧି ହୋଇଛି । ଆଜି ଘଟଣାର ସମୀକ୍ଷା କରିବେ ଡିଜିପି । କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ସମ୍ବଲପୁର ପୁଲିସ । ଶୁକ୍ରବାର ୨୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଶନିବାର ୨୩ ଜଣଙ୍କୁ ଗିରଫ କରାଯାଇଛି । ସେହିପରି ସିସିଟିଭି ଓ ଭିଜୁଆଲ୍ ପ୍ରମାଣ ଆଧାରରେ ଆହୁରି ୫୦ ଜଣଙ୍କୁ ଗିରଫ କରିବା ପାଇଁ ଚିହ୍ନଟ କରାଯାଇଛି ।

ଏମାନଙ୍କୁ ଖୁବଶୀଘ୍ର ଗିରଫ କରାଯାଇପାରେ । ସେପଟେ ସମ୍ବଲପୁରରେ ସୃଷ୍ଟି ହୋଇଥିବା ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ । ସହରର ବିଭିନ୍ନ ସ୍ଥାନକୁ ନିଜେ ଯାଇ ଆଇନଶୃଙ୍ଖଳା ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ