Masthead

ସିବିଆଇରେ ହାଜର ହେବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସିବିଆଇରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମଦ ନୀତି ମାମଲାରେ କେଜ୍ରିୱାଲଙ୍କୁ ଜେରା କରିବ ସିବିଆଇ । ଦିନ ୧୧ଟାରେ ସିବିଆଇରେ ହାଜର ହେବେ କେଜ୍ରିୱାଲ। ଏନେଇ ସିବିଆଇ ମୁଖ୍ୟାଳୟ ନିକଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ମଦ ନୀତି ପରିବର୍ତ୍ତନ ନିଷ୍ପତ୍ତି, କିକବ୍ୟାକ ଅଭିଯୋଗ ସମ୍ପର୍କରେ ତଦନ୍ତକାରୀ ଦଳ ଖୋଳତାଡ଼ କରିବ । କୌଣସି ଏକ ମାମଲାରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ସମନ କରିବା ଇତିହାସରେ ପ୍ରଥମ ।

ସେପଟେ ହାଜର ପୂର୍ବରୁ କେନ୍ଦ୍ରୀୟ ସଂସ୍ଥା ସିବିଆଇ ଓ ଇଡି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମଦ ନୀତି ମାମଲାରେ ସିବିଆଇ ଓ ଇଡି ମିଛ ଅଭିଯୋଗ କରିଛନ୍ତି । ବିଭିନ୍ନ ମିଛ ଅଭିଯୋଗ ଜରିଆରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଫସାଇ ଦିଆଯାଇଛି । ଏପରିକି ଏହି ଦୁଇ କେନ୍ଦ୍ରୀୟ ସଂସ୍ଥା ମିଛ ସତ୍ୟପାଠ ବି ଦାଖଲ କରିଛନ୍ତି । ବାରମ୍ବାର ରେଡ୍ ପରେ ବି ଦୁଇ ସଂସ୍ଥା କିଛି ପାଇନାହାନ୍ତି । ବହୁ ନେତାଙ୍କୁ ଏହି ଦୁଇ ସଂସ୍ଥା ମାନସିକ, ଶାରୀରିକ ନିର୍ୟାତନା ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା