କାଲିଠୁ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କାଲିଠୁ ଖୋଲିବ ସ୍କୁଲ । ସକାଳ ସାଢ଼େ ୬ଟାରୁ ୧୧ଟା ଯାଏଁ ହେବ ପାଠପଢ଼ା । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ତେବେ କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସକାଳୁଆ ସ୍କୁଲ ନେଇ ସୂଚନା ଦିଆଯାଇଛି । ଆବଶ୍ୟକ ସ୍ଥଳରେ ସମୟ ପରିବର୍ତନ କରିପାରିବେ ଜିଲ୍ଲାପାଳ । ଗ୍ରୀଷ୍ମପ୍ରବାହକୁ ଦେଖି ନିଜ ନିଜ ଜିଲ୍ଲାର ସ୍କୁଲର ସମୟ ପରିବର୍ତନ ନେଇ ନିଷ୍ପତି ନେଇପାରିବେ । ସେହିପରି ବିଦ୍ୟାଳୟ ଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ପାଇଁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ