Masthead

ସମ୍ବଲପୁରରେ ପରୀକ୍ଷା ପାଇଁ ୩ ଘଣ୍ଟା କର୍ଫ୍ୟୁ କୋହଳ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ସାମ୍ପ୍ରଦାୟିକ ହିଂସା ଘଟଣା । ସହରରେ ଜାରି ରହିଛି କର୍ଫ୍ୟୁ । ଛକ ଛକରେ ପଇଁତରା ମାରୁଛି ପୋଲିସ । ହେଲେ ପରୀକ୍ଷା ଯୋଗୁଁ ବିଦ୍ୟାର୍ଥୀଙ୍କ ପାଇଁ ୩ ଘଂଟା କଫୁ୍ୟ କୋହଳ କରିଛି ପ୍ରଶାସନ । ସକାଳ ୭ଟା ୩୦ରୁ ୧୦ଟା ୩୦ ପର୍ୟ୍ୟନ୍ତ କର୍ଫ୍ୟୁକୁ କୋହଳ କରାଯାଇଛି । ବସଷ୍ଟାଣ୍ଡ ଓ ରେଳ ଷ୍ଟେସନରୁ ବସ ଯୋଗେ ନେବା ଆଣିବା କରିବ ପ୍ରଶାସନ ।

ୟୁପିଏସସି ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ଦେଖାଇ ପରୀକ୍ଷା ସେଣ୍ଟରକୁ ଯାଇପାରିବେ ବିଦ୍ୟାର୍ଥୀ । ଛାତ୍ରଛାତ୍ରୀଙ୍କ ପାଇଁ ଖାଇବା ପିଇବାର ବ୍ୟବସ୍ଥା ମଧ୍ୟ ପ୍ରଶାସନ ପକ୍ଷରୁ କରାଯାଇଛି । ଏହାପରେ ପୁଣି ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁକୁ କୋହଳ କରାଯିବ । ଏହି ସମୟରେ ଲୋକେ ନିଜର ଅତ୍ୟାବଶ୍ୟକ ସାମଗ୍ରୀ ବାହାରକୁ ଆସି ନେଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼