Masthead

ପାଣି ଅଭାବରୁ ହାତୀ ମୃତ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ପାଣି ଅଭାବରୁ ନରସିଂହପୁରରେ ହାତୀ ମୃତ । ନରସିଂହପୁର ପୂର୍ବ ବନାଞ୍ଚଳ ଅଧିନ ବ୍ରାହ୍ମଣୀ ବିଟ ନୂଆଗଡ଼ ସେକ୍ସନ କମ୍ପାଟମେଣ୍ଟ ୩ ରେ ହାତୀ ମୃତ୍ୟୁ ହୋଇଛି । ଗୋଟିଏ ମାଈ ହାତୀର ଗଳିତ ଶବ ଉଦ୍ଧାର ହୋଇଛି। ହାତୀ ଟି ପାଣି ଅଭାବରୁ ପ୍ରାୟ ୨୦ ରୁ ୨୫ ଦିନ ପୂର୍ବରୁ ମରିଥିବା ସୂଚନା ମିଳିଛି । ବନ ବିଭାଗ ପକ୍ଷରୁ ଶୁକ୍ରବାର ହାତୀର ଗଳିତ ଶବକୁ ଠାବ କରାଯାଇଥିଲା ।

ତରବରିଆ ଭାବେ ହାତୀକୁ ପୋତି ଦିଆ ଯାଇଥିବା ଜଣାପଡିଛି । ହାତୀଟିର ବୟସ ଦୁଇରୁ ତିନି ବର୍ଷ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ବହୁ ଦିନ ପୂର୍ବରୁ ହାତୀ ମୃତୁ୍ୟ ହୋଇଥିବାରୁ ଶରୀରର ବିଭିନ୍ନ ଅଂଶ ନଷ୍ଟ ହୋଇ ଯାଇଥିବା ଚିତ୍ରରୁ ସ୍ପଷ୍ଟ ହୋଇଛି। ନରସିଂହପୁର ବଡମ୍ବା ବନବିଭାଗ ଏବଂ ସାତକୋଶିଆ ଜିଲିଣ୍ଡା ଜଙ୍ଗଲରୁ ୨୦ ରୁ ୨୫ ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଝଞୠ ଟିମ ଦ୍ଵାରା ହାତୀର ଗଳିତ ମୃତ ଦେହ ଉଦ୍ଧାର ହୋଇଥଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ