Masthead

କଡ଼ା ସୁରକ୍ଷାରେ ହେବ ଅତିକଙ୍କ ପୋଷ୍ଟମର୍ଟମ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉମେଶ ପାଲ ହତ୍ୟା କାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କାଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଉଭୟଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ଏହି ଘଟଣା ଘଟିଛି। ଏହି ଡନ ବ୍ରଦର୍ସଙ୍କ ମୃତ୍ୟୁ ଖବର ସମସ୍ତଙ୍କୁ ଚମକାଇ ଦେଇଛି ।

ଏବେ ଏହାର ତଦନ୍ତ ଉପରେ ରହିଛି ସମସ୍ତଙ୍କ ନଜର। ଏମାନଙ୍କ ହତ୍ୟାକାଣ୍ଡକୁ ନେଇ ରାଜନୀତି ସରଗରମ ହୋଇଥିବାବେଳେ ଏସଆରଏନ ହସ୍ପିଟାଲରେ ଏମାନଙ୍କର ପୋଷ୍ଟ ମର୍ଟମ କରାଯିବ ବୋଲି ଜଣାପଡିଛି। ତେବେ ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା