Masthead

ସମାଜବାଦୀ ପାର୍ଟିର ଗୁମର ଖୋଲିଥାନ୍ତା, ସେଥିପାଇଁ ରାସ୍ତାରୁ ହଟାଇ ଦିଆଗଲା: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ଅତିକ ଅହମ୍ମଦ ହତ୍ୟାକାଣ୍ଡକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂହ । ଉତ୍ତରପ୍ରଦେଶ ହତ୍ୟାକାଣ୍ଡକୁ ନେଇ ପ୍ରଶ୍ନ କରିବାରୁ ଓଡ଼ିଶା ଆଇନଶୃଙ୍ଖଳା ପରିସ୍ଥିତି କଥା ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ । ଓଡ଼ିଶାରେ ଦୁଇ ମାସ ତଳେ ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରାଗଲା ।

ସେତେବେଳେ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି କ’ଣ ଥିଲା ବୋଲି ପ୍ରଶ୍ନ କରିଛନ୍ତି । ଅତିକ ଅହମ୍ମଦ ସମାଜବାଦୀ ପାର୍ଟିର ଗୁମର ଖୋଲିବେ ବୋଲି କୁହାଯାଉଥିଲା । ସେଥିପାଇଁ ବୋଧେ ତାକୁ ରାସ୍ତାରୁ ହଟେଇ ଦେଲେ ବୋଲି କହଛନ୍ତି ଗିରିରାଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ