Masthead

ଦେଶରେ ଉପର ମୁହାଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଦେଶର କରୋନା ସଂକ୍ରମଣ ଉପର ମୁହାଁ । ଦେଶରେ ଗତ ୨୪ ଘଣ୍ଟାରେ ୧୦,୦୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।  ଆକ୍ରାନ୍ତଙ୍କ ସଂଖ୍ୟା ୫୭,୫୪୨କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆଉ ୨୩ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୧,୧୧୪କୁ ବୃଦ୍ଧି ପାଇଛି। ଦେଶରେ ଏବେ କରୋନାର ଦୈନିକ ସଂକ୍ରମଣ ହାର ୫.୬୧% ରହିଛି। ଲଗାତାର ୪ ଦିନରେ ଦେଶରେ ଦୈନିକ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୩୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ବର୍ତ୍ତମାନ ରାଜ୍ୟରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସଂଖ୍ୟା ୧୫୦୫କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ