Masthead

‘ବଡ ଡନ୍ ବନିବାକୁ ଚାହୁଁଥିଲୁ’

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟାର ଅତିକ ଅହମ୍ମଦକୁ ଗୁଳି କରି ହତ୍ୟା । ଅତିକ ଓ ଅଶ୍ରଫ୍‌ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାବେଳେ ହୋଇଥିଲା ଗୁଳିମାଡ଼ । ଉଭୟଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ଏହି ଘଟଣା ଘଟିଛି। ଏହି ଡନ ବ୍ରଦର୍ସଙ୍କ ମୃତ୍ୟୁ ଖବର ସମସ୍ତଙ୍କୁ ଚମକାଇ ଦେଇଛି । ତେବେ କାହିଁକି ଅତିକ ଅହମ୍ମଦ ଓ ଅସରଫକୁ ମାରିଲେ ହତ୍ୟାକାରୀ । ପଚରାଉଚୁରା ବେଳେ ସତ ଉଗାରିଲେ ଅଭିଯୁକ୍ତ ।

କହିଲା, ବଡ ଡନ୍ ବନିବାକୁ ଚାହୁଁଥିଲା ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ପୋଲିସ ପଚରାଉଚୁରା କରିବା ସମୟରେ ଅଭିଯୁକ୍ତମାନେ କହିଛନ୍ତି, ସେମାନେ ବଡ ମାଫିଆ ବା ଡନ୍ ବନିବା ଚାହୁଁଥିଲେ । ସେଥିପାଇଁ ଏହି ହତ୍ୟାକାଣ୍ଡ ଘଟାଇଛନ୍ତି । ଆଉ କେତେ ଦିନ ଛୋଟ ମୋଟ ସୁଟର ହୋଇ ରହିବେ, ବଡ ମାଫିଆ ହେବାର ଥିଲା, ତେଣୁ ଅତିକ୍ ଓ ଅସରଫଙ୍କୁ ହତ୍ୟା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ