Masthead

ସମ୍ବଲପୁରରେ ସାଢେ ୬ ଘଣ୍ଟା କର୍ଫ୍ୟୁ କୋହଳ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ କୋହଳ ହେଲା କର୍ଫ୍ୟୁ । ସାଢେ ୬ ଘଣ୍ଟା କୋହଳ ରହିବ କର୍ଫ୍ୟୁ । ସକାଳ ସାଢ଼େ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ୪ ଘଣ୍ଟା ଓ ଦିନ ସାଢ଼େ ୩ଟାରୁ ୬ଟା ଯାଏଁ ଅଢ଼େଇ ଘଣ୍ଟା କୋହଳ ରହିବ । ସୁଧୁରିବାରେ ଲାଗିଛି ସ୍ଥିତି । ସେପଟେ ଆଜି ସ୍ୱାଭାବିକ ହେବ ଇଣ୍ଟରନେଟ ସେବା । ୪ଦିନ ଧରି ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ ରହିଥିଲା ।

ଇଣ୍ଟରନେଟ୍ ବନ୍ଦ ପ୍ରସଙ୍ଗରେ ଆଜି ଆଲୋଚନା ହେବ । ଏବଂ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଗଣ୍ଡଗୋଳ ଘଟଣାରେ ଗିରଫ ସଂଖ୍ୟା ୭୯ରେ ପହଞ୍ଚିଛି । ସେପଟେ ଜିଲ୍ଲାରେ କର୍ଫ୍ୟୁ ଥିବାରୁ ମଙ୍ଗଳବାର ପର୍ୟ୍ୟନ୍ତ ସ୍କୁଲ ଛୁଟି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼