Masthead

୯ ଘଣ୍ଟାରେ୫୬ ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦନୀତି ମାମଲାରେ କେନ୍ଦ୍ରୀୟ ସଂସ୍ଥା କେଜ୍ରିୱାଲଙ୍କୁ ପଚରାଉଚରା କରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସାଢେ ୯ ଘଣ୍ଟା ଧରି ଜେରା କରିଥିଲା । ୫୬ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି କେଜ୍ରିୱାଲ। ସିବିଆଇ ଯାହା ବି ପଚାରିଥିଲା ତାର ଠିକ୍ ଠିକ୍ ଉତ୍ତର ଦେଇଛନ୍ତି। ସମଗ୍ର ମାମଲା ମିଥ୍ୟା ଉପରେ ପର୍ଯ୍ୟବେସିତ ଥିଲା।

ଏହି ମାମଲାରେ ସିବିଆଇ ତାଙ୍କୁ ପୁଣି ଜେରା କରିବ ନେଇ କୌଣସି ସଙ୍କେତ ଦେଇନାହିଁ ବୋଲି କେଜ୍ରିୱାଲ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଆପକୁ ବଦନାମ କରିବାକୁ ବଡ଼ ଷଡ଼ଯନ୍ତ୍ର କରଯାଉଛି । ଆପକୁ ଶେଷ କରିବାକୁ ଚେଷ୍ଟା କରାଯାଉଛି । କିନ୍ତୁ ଦେଶବାସୀ ଆମ ସହ ଅଛନ୍ତି । ଜେରାକୁ ନେଇ ଦିଲ୍ଲୀରେ ହାଇଡ୍ରାମା ହୋଇଥିଲା । କେନ୍ଦ୍ର ସରକାରଙ୍କ ବିରୋଧରେ ଶହ ଶହ ଆପ କର୍ମୀ ବିକ୍ଷୋଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ