Masthead

ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ । ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିବ । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ କଟକଣା ବଢ଼ାଇ ଦିଆଯାଇଛି । ସେପଟେ ଗଣ୍ଡଗୋଳ ଘଟଣାରେ ବର୍ତମାନ ସୁଧା ୭୯ ଜଣଙ୍କୁ ଗିରଫ କରାଯାଇଛି । ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ କରାଯାଇଛି । ସେପଟେ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି । ସକାଳ ସାଢ଼େ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ୪ ଘଣ୍ଟା ଓ ଦିନ ସାଢ଼େ ୩ଟାରୁ ୬ଟା ଯାଏଁ ଅଢ଼େଇ ଘଣ୍ଟା କୋହଳ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ