Masthead

ବଢିଲା ୧୪୪ ସମୟସୀମା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଢିଲା ୧୪୪ ସମୟସୀମା । ଭଦ୍ରକ ଫେକର କମ୍ପାନୀ ପରିସରରେ ଲାଗିଥିବା ୧୪୪ ଧାରାର ଅବଧିକୁ ବୃଦ୍ଧି କରାଯାଇଛି । ଆସନ୍ତା ୧୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ । ସୂଚନା ଅନୁସାରେ ନିଆଁରେ ପୋଡ଼ି ହୋଇ ଦୁଇ ଶ୍ରମିକ ଗୁରୁତର ହେବା ପରେ ୧୪୪ ଧାରା ଲାଗିଛି । ଶ୍ରମିକ ଗୁରୁତର ହେବାକୁ ନେଇ ରାନ୍ଦିଆ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିଲା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କମ୍ପାନୀର ୨୦୦ ମିଟର ପରିସର ମଧ୍ୟରେ ୧୪୪ ଧାରା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ