Masthead

‘ମହାରାଷ୍ଟ୍ର ଭୂଷଣ ପୁରସ୍କାର’ ସମାରୋହରେ ଅଘଟଣ, ୧୧ ମୃତ, ୬୦୦ ଅସୁସ୍ଥ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ଅଂଶୁଘାତରେ ୧୧ ମୃତ, ୬୦୦ ଅସୁସ୍ଥ । ମହାରାଷ୍ଟ୍ରର ନାଭି ମୁମ୍ବାଇରେ ଆୟୋଜିତ ‘ମହାରାଷ୍ଟ୍ର ଭୂଷଣ ପୁରସ୍କାର’ ସମାରୋହରେ ବଡ଼ ଅଘଟଣ । ରବିବାର ଆୟୋଜିତ ଏହି ସମାରୋହ । ଏଥିରେ ବହୁ ସଂଖ୍ୟାରେ ଲୋକ ଏକାଠି ହୋଇଥିଲେ । ଖୋଲା ଆକାଶ ତଳେ ଲୋକେ ୬ ଘଣ୍ଟା ଧରି ବସି ରହିଥିଲେ ।ପ୍ରଚଣ୍ଡ ଖରା ଯୋଗୁ ଅନେକ ଲୋକ ଅଂଶୁଘାତର ଶିକାର ହୋଇଥିଲେ । ଅନେକ ଲୋକ ଅସୁସ୍ଥ ମଧ୍ୟ ହୋଇଛନ୍ତି ।

ହସ୍ପିଟାଲ ଯାଇ ପିଡୀତଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନେ୍ଦ । ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏହା ସହ ସମସ୍ତ ରୋଗୀଙ୍କୁ ସରକାର ଚିକିତ୍ସା ଯୋଗାଇ ଦେବେ ବୋଲି ସେ କହିଛନ୍ତି । ସେହିପରି ଉଦ୍ଧବ ଠାକରେ, ଆଦିତ୍ୟ ଠାକରେ ଓ ଏନସିନି ନେତା ଅଜିତ ପାୱାର ମଧ୍ୟ ଏମଜିଏମ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା