Masthead

ଆଣବିକ ଚୁକ୍ତିକୁ ରକ୍ଷା କରିଥିଲା ଅତିକଙ୍କ ଭୋଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉପା ଅମଳରେ ଆଣବିକ ଚୁକ୍ତିକୁ ରକ୍ଷା କରିଥିଲା ଅତିକ ଅହମମ୍ମଦଙ୍କ ଭୋଟ । ତତକାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ନେତୃତ୍ୱାଧୀନ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ବିରୋଧରେ ଆମେରିକା–ଭାରତ ଆଣବିକ ଚୁକ୍ତିକୁ ନେଇ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଥିଲା । ବାମପନ୍ଥୀମାନେ ୨୦୦୮ ମଧ୍ୟଭାଗରେ ସମର୍ଥନ ପ୍ରତ୍ୟାହାର କରିନେଇଥିବାବେଳେ ଲୋକସଭାରେ ଉପାର ୨୨୮ ସଦସ୍ୟ ଥିଲେ ।

ତେବେ ସଂଖ୍ୟାଗରିଷ୍ଠତା ଠାରୁ ୪୪ ଏମପିଙ୍କ ସମର୍ଥନ ନିଅଣ୍ଟ ହୋଇଥିଲା । ଅତିକ ଅହମ୍ମଦଙ୍କ ସମେତ ୬ ଦାଗି ନେତାଙ୍କୁ ୪୮ ଘଣ୍ଟା ମଧ୍ୟରେ ମୁକ୍ତ କରାଯାଇଥିଲା । ସେହି ସମୟରେ ଏହି ଏମପିମାନେ ଉପା ସରକାର ସପକ୍ଷରେ ଭୋଟ ଦେଇ ଆମେରିକା ସହ ହୋଇଥିବା ଭାରତର ସିଭିଲ ନୁ୍ୟକ୍ଲିୟର ଡିଲକୁ ରକ୍ଷା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ