Masthead

ବିଶ୍ୱରେ ଓଡ଼ିଶା ଗର୍ବିତ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ପାଇଲା ଅନ୍ତର୍ଜାତୀୟ ପୁରସ୍କାର । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପାଇଛି ଅନ୍ତର୍ଜାତୀୟ ଗ୍ଲୋବାଲ ପ୍ରାନେଟ ପର୍ପସ ଆୱାଡ, ଡ଼୍ରାଇଭ ଫର ରେଜଲ୍ଟ ପୁରସ୍କାର । ଯୁକ୍ତରାଷ୍ଟ୍ର ଆମେରିକାର ୱାସିଂଟନ ଡିସିରେ ଆୟୋଜିତ ଏକ୍ସପ୍ଲୋର ୨୦୨୩ ଟ୍ରାନସପରେନ୍ସସି ଟୁ ଆକ୍ସନ ସମ୍ମଳନୀରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭିଭି ଯାଦବ ହୋଗ ଧେଇ ଏହି ପୁରସ୍କାର ଗ୍ରହଣ କରିଛିନ୍ତି । ପୂର୍ବରୁ ପିିଏସ ସାମଗ୍ରୀ ବଣ୍ଟନ କରି ଜାତୀୟ ସ୍ତରରେ ଓଡ଼ିଶା ପ୍ରଶଂସା ସାଉଣ୍ଟି ଥିଲା । ଏବେ ଚାଷୀଙ୍କ ଧାନ କିଣା ଓ ଚାଷୀଙ୍କୁ ସଠିକ ମୂଲ୍ୟ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଅନ୍ତର୍ଜାତୀୟ ପୁରସ୍କାର ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..