Masthead

ସମ୍ବଲପୁରରେ ହିଂସାକାଣ୍ଡ ଘଟଣା, ଆଉ ୬ ଗିରଫ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ହିଂସାକାଣ୍ଡ ଘଟଣା । ଆଉ ୬ ଜଣଙ୍କୁ ଗିରଫ କରିଛି ପେଲିସ । ଯାହକୁ ମିଶାଇ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି । ଶନିବାରଠାରୁ ପୋଲିସ ଡିଜି ସମ୍ବଲପୁରରେ ରହି ସ୍ଥିତି ଉପରେ ନଜର ରଖିଛନ୍ତି । ବରିଷ୍ଠ ଅଧିକାରୀଙ୍କ ସହ ପୋଲିସ ଡିଜି ଘନ ଘନ ବୈଠକ କରୁଛନ୍ତି । ସୁଧୁରିବାରେ ଲାଗିଛି ସମ୍ବଲପୁର ସ୍ଥିତି ।

ପରିସ୍ଥିତି ସୁଧୁରିବା ପରେ ଜିଲ୍ଲା ପ୍ରଶାସନ ସମ୍ବଲପୁରରେ କର୍ଫ୍ୟୁ କୋହଳ ସମୟ ବୃଦ୍ଧି କରିଛି । ସେପଟେ ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଆସନ୍ତାକାଲି ସକାଳ ୧୦ ଟା ପର୍ୟ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିବ । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ କଟକଣା ବଢ଼ାଇ ଦିଆଯାଇଛି । ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ କରାଯାଇଛି । କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି