Masthead

ମାଳତିପାଟପୁରରେ ସିଏନଜି ଗ୍ୟାସ ଲିକ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ଉପରେ ସିଏନଜି ଗ୍ୟାସ ଲିକ । ମାଳତିପାଟପୁର ଛକ ନିକଟରେ ସିଏନଜି ଗ୍ୟାସ ସିଲିଣ୍ଡର ଟାଙ୍କି ବୋଝେଇ ଟ୍ରକରେ କିଛି ସିଲିଣ୍ଡରରେ ଗ୍ୟାସ ଲିକ ହୋଇଥିଲା । ତୁରନ୍ତ ଗେଲ ଇଣ୍ଡିଆ ପକ୍ଷରୁ କୁଇକ୍ ରେସପନ୍ସ ଭେଇକିଲ ଗାଡ଼ି ପହଞ୍ଚି ନିଆଁ ଲିଭାଇବା ସହ କେମିକାଲ ପକାଇ ବିଷାକ୍ତ ଧୂଆଁକୁ ଆୟତ୍ତ କରିଥିଲା ।

ସେପଟେ ଅଗ୍ନିଶମ ବିଭାଗ ର ଏକ ଗାଡି ପହଞ୍ଚି ପାଣି ସ୍ପ୍ରେ କରି ନିଆଁ କୁ ଆୟତ୍ତ କରିଥିଲେ । ତେବେ ଗେଲ ଇଣ୍ଡିଆ ପକ୍ଷରୁ ପ୍ରାୟ ୮୦ଟି ସିଏନଜି ଗ୍ୟାସ ସିଲିଣ୍ଡର ବୋଝେଇ ଏକ ଟ୍ରକ ପୁରୀ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ