Masthead

ମନୀଷଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ମଦ ଦୁର୍ନୀତି ମାମଲା । ସୋମବାର ଦିଲ୍ଲୀର ରାଉଜ୍ ଏଭିନ୍ୟୁ କୋର୍ଟ ମନୀଷ ସିସୋଦିଆଙ୍କୁ ଏପ୍ରିଲ ୨୭ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଇଡି ମାମଲାରେ ଏପ୍ରିଲ ୨୯ ଯାଏ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି କରିଛନ୍ତି। ଚଳିତ ମାସ ଶେଷ ସୁଦ୍ଧା ଏହି ମାମଲାରେ ଚାର୍ଜସିଟ୍ ଦାଖଲ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?