Masthead

ବର୍ଷା ଆସିଲାନି, ତାତି କମୁନି

ଭୁବନେଶ୍ୱର: ପାଣିପାଗ ବିଭାଗ କହିତିଲା 16ରୁ ବର୍ଷା ସମ୍ଭାବନା । ତେବେ ବର୍ଷା ଆସିଲାନାହିଁ । ଫଳରେ ରାଜ୍ୟରେ ତାତି କମିବା ନାଁ ଧରୁନାହିଁ । ସୋମବାର ବାରିପଦାରେ ତାପମାତ୍ରା ପୁଣି 44 ଡିଗ୍ରୀ ପାର୍ ହୋଇଥିଲା । ସେହିଭଳି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଡହଡହ ଖରା । ଦିନ 10ଟା ପରେ ଘରୁ ବାହାରିବା ମୁସ୍କିଲ । ତେବେ ଏଭଳି ସ୍ଥିତିରେ ପୂର୍ବ ନିଷ୍ପତ୍ତି ଅନୁସାରେ ସ୍କୁଲ କିନ୍ତୁ ଖୋଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ