Masthead

ଓସିଏର ମୁଖ୍ୟ କୋଚ ହେଲେ ଦିନେଶ ମୋଙ୍ଗିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା କ୍ରିକେଟ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ଦୀନେଶ ମୋଙ୍ଗିଆ । ମୋଙ୍ଗିଆଙ୍କୁ ପୁରୁଷ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ଦେଇଛି ଓସିଏ। ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ହେଉଛନ୍ତି ଦିନେଶ ମୋଙ୍ଗିଆ । ସେହିପରି ମହିଳା ଦଳର ପୂର୍ବତନ ଭାରତୀୟ ଅଲରାଉଣ୍ଡର ରୁମେଲି ଧର ହୋଇଛନ୍ତି ଓଡ଼ିଶା ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍ । ଆସନ୍ତା ୨୦୨୩-୨୪ ଘରୋଇ କ୍ରିକେଟ ସିଜିନ୍ ପାଇଁ ଏହି ଦୁଇ ଜଣଙ୍କୁ ମୁଖ୍ୟ କୋଚ୍ ଭାବେ ନିଯୁକ୍ତ ଦିଆଯାଇଛି । ମୋଙ୍ଗିଆ ୨୦୧୯ରେ କ୍ରିକେଟ’ର ସମସ୍ତ ଫର୍ମାଟରୁ ଅବସର ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା