Masthead

ମହାନଦୀ ଜଳ ବିବାଦ, ଆଜିଠୁ ଟ୍ରିବ୍ୟୁନାଲର ଛତିଶଗଡ଼ ଗସ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀ ଜଳ ବିବାଦ ମାମଲା । ଆଜି କ୍ଷେତ୍ର ପରିଦର୍ଶନ କରିବେ ମହାନଦୀ ଟ୍ରିବ୍ୟୁନାଲ ଟିମ । ଏଥିରେ ସାମିଲ ହେବେ ଓଡ଼ିଶାର ୨୦ ଜଣିଆ ଟିମ୍ । ପ୍ରଥମ ପର୍ଯ୍ୟାୟରେ ଏହି ଟିମ୍ ଛତିଶଗଡ଼ ଗସ୍ତ କରିବ । ପ୍ରଥମ ପର୍ଯ୍ୟାୟରେ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସର୍ଭେ ମହାନଦୀର ଉତ୍ପତି ସ୍ଥଳ ମହାରାଷ୍ଟ୍ର ସୀମାନ୍ତରୁ ଆରମ୍ଭ ହେବ ।

କ୍ଷେତ୍ର ପରିଦର୍ଶନରେ ଆସୁଥିବା ଟ୍ରିବ୍ୟୁନାଲ ଟିମ୍ ମହାନଦୀର ଉତ୍ପତିସ୍ଥଳ ସିହାୱା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଅନୁଧ୍ୟାନ କରିବାସହ ଉଭୟ ମହାନଦୀ ଓ ଏହାର ବେସିନର ନିରୀକ୍ଷଣ କରିବେ । ଦ୍ୱିତୀୟ ପର୍ଯ୍ୟାୟରେ ଏହି ଟିମ୍ କଲାମା ପର୍ଯ୍ୟନ୍ତ ଅନୁଧ୍ୟାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?