Masthead

ଟିଏମସି ନେତା ମୁକୁଲ ରୟ ନିଖୋଜ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ସୋମବାର ବିଳମ୍ବିତ ରାତିରୁ ଟିଏମସିର ବରିଷ୍ଠ ନେତା ମୁକୁଲ ରୟ ନିଖୋଜ । ପରିବାର ସଦସ୍ୟ ଆଣିଛନ୍ତି ଅଭିଯୋଗ । ସୋମବାର ସନ୍ଧ୍ୟାରେ ତାଙ୍କର ଦିଲ୍ଲୀରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେବେଠାରୁ ତାଙ୍କ ସହିତ ଯୋଗାଯୋଗହୋଇ ପାରୁନାହିଁ । ତେବେ ଏ ନେଇ ମୁକୁଲ ରୟଙ୍କ ପୁଅ ଶୁଭ୍ରାଂଶୁ କହିଛନ୍ତି, ସୋମବାର ସାରେ ଇଣ୍ଡିଗୋ ବିମାନ ଯୋଗେ ଦିଲ୍ଲୀ ଯାଇଥିଲେ। ରାତି ୯.୫୫ରେ ଦିଲ୍ଲୀରେ ଫ୍ଲାଇଟ ଲ୍ୟାଣ୍ଡ କରିବାର ଥିଲା, କିନ୍ତୁ ଏ ପର୍ଯ୍ୟନ୍ତ ତାଙ୍କ ବିଷୟରେ କିଛି ଜଣାପଡିନାହିଁ। ଫ୍ଲାଇଟ ଲ୍ୟାଣ୍ଡ କରିବା ପରେ ମୁକୁଲ ରୟ ସେଥିରୁ ଓହ୍ଲାଇ କେଉଁଆଡେ ଗଲେ ନା ତାଙ୍କ ସହ ଆଉ କିଛି ଅଘଟଣ ଘଟିଛି ସେ ନେଇ କିଛି ସୂଚନା ମିଳିପାରୁନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼