Masthead

ଥମୁନି ହାତୀ ମୃତ୍ୟୁ

ବାରିପଦା (ବଡ଼ ଖବର ବ୍ୟୁରୋ): ଥମିବାର ନା ନେଉ ନାହିଁ ହାତୀ ମୃତ୍ୟୁ । ପୁଣି ଏକ ଏକ ହାତୀ ର ଗଳିତ ମୃତ ଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ବେତନଟି ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଂଚାୟତ ଭଦ୍ରାଶୋଳର ଅସନବଣି ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ଏକ ୪୫ ଟିକିଆ ଝାଡଖଣ୍ଡୀ ହାତୀପଲ ଗତ କିଛିଦିନ ହେବ ବେତନଟି ରେଞ୍ଜରେ ଉପଦ୍ରଵ ଚଲାଇଥିଲେ ।

ଆଜି ଉକ୍ତ ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ପଡିଥିବାର ଦେଖା ଦେଇଛି । ହାତୀ ଉପଦ୍ରଵ ପାଇଁ ସ୍ଥାନୀୟ ଲୋକେ ଭୟରେ ଜଙ୍ଗଲକୁ କିଛିଦିନ ହେବ ଯାଇନଥିବା ବେଳେ ଆଜି କିଛି ଗ୍ରାମବାସୀ ଜଙ୍ଗଲକୁ ଯାଇ ହାତରୀ ମୃତଦେହକୁ ଦେଖିଥିଲେ । ଏନେଇ ଲୋକମାନେ ସ୍ଥାନୀୟ ବନବିଭାଗକୁ ଜଣାଇଥିଲେ । ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ