Masthead

ଦିନ ୧୧ରୁ ଜଳିଲାଣି ଭୁବନେଶ୍ୱର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି । ମୁଣ୍ଡଫଟା ଖରାରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଦିନ ସାଢେ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ତାପମାତ୍ରା ୪୦.୪ ଡିଗ୍ରୀ ରହିଛି । ଦ୍ୱିତୀୟରେ ରହିଛି ଝାରସୁଗୁଡା । ସେହିଭଳି ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି ।

କେନ୍ଦୁଝରରେ ୩୯.୨ ଡିଗ୍ରୀ, ସମ୍ବଲପୁରରେ ୩୮.୬ଡିଗ୍ରୀ, ହୀରାକୁଦରେ ୩୭.୪ ଡିଗ୍ରୀ, ଚାନ୍ଦବାଲିରେ ୩୭ ଡିଗ୍ରୀ, ବାଲେଶ୍ୱରରେ ୩୬.୪ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଗୋପାଳପୁରରେ ୩୪.୬ଡ଼ିଗ୍ରୀ , ପୁରୀରେ ୩୪.୨ ଡ଼ିଗ୍ରୀ, ପାରାଦୀପରେ ୨୮.୦ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼