Masthead

ଟ୍ରିବ୍ୟୁନାଲ ଟିମ ଆଗରେ ସମସ୍ୟା ରଖିବୁ: ପ୍ରଦୀପ ଅମାତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ରହିଛି । ଏହାର ସମାଧାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରମୁଖ ଦାୟିତ୍ଵ ରହିଛି । ଆମେ ବାରମ୍ବାର ଦାବି ଉପସ୍ଥାପନ କରୁଛୁ ଉପର ମୁଣ୍ଡରେ ଯେହେତୁ ୧୫୦, ୨୦୦ ରୁ ଅଧିକ ଚେକ ଡ୍ୟାମ ଛତିଶଗଡ଼ ନିର୍ମାଣ କରି ସାରିଛି । ସେଥିପାଇଁ ଆମର ତଳ ମୁଣ୍ଡକୁ ଆଉ ପାଣି ଆସି ପାରୁ ନାହିଁ ।

ତାହାରି ଫଳରେ ଆଜି ସ୍ଥିତି ଖରାପ ହୋଇଛି । ରାଜ୍ୟ ସରକାର ବି ଟ୍ରିବ୍ୟୁନାଲର ଆଶ୍ରୟ ନେଇଛନ୍ତି । ଟ୍ରିବ୍ୟୁନାଲ ଟିମ ଆଗରେ ଆମ ସମସ୍ୟା ସବୁ ରଖିବୁ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି। ଆମେ ଓଡ଼ିଶା ବାସୀଙ୍କ ନ୍ୟାୟ ପାଇଁ ଲଢେଇ ଜାରି ରଖିଛୁ ଏବଂ ରଖିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ