Masthead

ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ପୁଣି ହାତୀ ଆକ୍ରମଣରେ ଜଣେ ମୃତ। ମୃତକ ହେଲେ ଅନୁଗୁଳ ତଳଗଡ଼ ପଂଚାୟତ କନ୍ତମେଘ ଗ୍ରାମର ରାମ ସାହୁ । ତାଙ୍କର ବୟସ ପାଖାପାଖି ୬୦ ବର୍ଷ ହେବ। ସକାଳୁ ଘରୁ ବାହାରକୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି