ଅତିକ-ଅଶରଫ ହତ୍ୟା ମାମଲା, ଏପ୍ରିଲ ୨୪ରେ ଶୁଣାଣି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଅତିକ୍ ଓ ଅଶରଫ୍ ହତ୍ୟା ମାମଲା । ଏପ୍ରିଲ ୨୪ରେ ହେବ ଶୁଣାଣି । ଆବେଦନକାରୀ ବିଶାଲ ତିୱାରୀ ସୁପ୍ରିମକୋର୍ଟଙ୍କୁ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ତେବେ ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ କହିଛନ୍ତି ଯେ, ସେ ଏପ୍ରିଲ ୨୪ରେ ଏହି ମାମଲାର ଶୁଣାଣି କରିବେ। ପୋଲିସ ହେପାଜତରେ ଅତିକ୍- ଅଶରଫଙ୍କୁ ଘଟଣାର ତଦନ୍ତ ଦାବି କରି ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଖଲ କରାଯାଇଛି।

ଜନସ୍ୱାର୍ଥ ମାମଲାରେ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏକ ନିରପେକ୍ଷ ତଦନ୍ତ ଦାବି କରାଯାଇଛି। ଉମେଶ ପାଲ ହତ୍ୟାକାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଏହାପରେ ସାରା ଦେଶରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଯୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ