Masthead

ସମ୍ବଲପୁରରେ ବସିଛି ଶାନ୍ତି କମିଟି ବୈଠକ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଶାନ୍ତି ଫେରାଇବାକୁ ବସିଛି ଶାନ୍ତି କମିଟି ବୈଠକ । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବୈଠକ ବସିଛି । ଏଥିରେ ସମ୍ବଲପୁର ସହରର ବିଭିନ୍ନ ପକ୍ଷ ଉପସ୍ଥିତ ଅଛନ୍ତି । ଜିଲ୍ଲାପାଳ, ଏସପି, ଏଡିଏମ ସେମାନଙ୍କ ସହ କଥା ହେଉଛନ୍ତି । କିଭଳି ସହର ସ୍ୱାଭାବିକ ହେବ, କୌଣସି ହିଂସା ନ ହେବ ସେ ନେଇ ସବୁ ପକ୍ଷ ନିଜର ମତ ଉପସ୍ଥାପିତ କରୁଛନ୍ତି । ଶାନ୍ତି ସ୍ଥାପନ ପାଇଁ ପ୍ରଶାସନ ସେମାନଙ୍କ ସହଯୋଗ ଚାହିଁଛି । ଅନ୍ୟପକ୍ଷରେ, ସମ୍ବଲପୁର ସହରକୁ ଯାଉଥିବା ବିଜେପି ନେତାମାନଙ୍କୁ ପ୍ରବେଶ କରିବାକୁ ଅନୁମତି ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା