Masthead

ନାମାଙ୍କନ ଭରିଲେ ଦୀପାଲି

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ):  ନାମାଙ୍କନ ଭରିଲେ ଦୀପାଲି ଦାସ । ଦଳର କର୍ମକର୍ତ୍ତାଙ୍କ ସହ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଦୀପାଲି । ନାମାଙ୍କନ ଭରିବାବେଳେ ଦୀପାଳିଙ୍କ ସହ ଦଳର ବରିଷ୍ଠ ନେତା ଉପସ୍ଥିତ ଥିଲେ । ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି କହିଛନ୍ତି ଦୀପାଲି । ଝାରସୁଗୁଡ଼ା ବିଧାନସଭା କ୍ଷେତ୍ର ସମେତ ବ୍ରଜରାଜନଗର, ରେଙ୍ଗାଲି, ସୁନ୍ଦରଗଡ଼, କୁଚିଣ୍ଡା, ସମ୍ବଲପୁର ଆଦି ଆଖପାଖ ନିର୍ବାଚନ ମଣ୍ଡଳୀରୁ ବହୁ ସଂଖ୍ୟାରେ ଦଳୀୟ ନେତା ଓ କର୍ମୀ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା