Masthead

ଆଇନ ବିଭାଗରୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ୍ ନିଖୋଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇନ ବିଭାଗରୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ୍ ନିଖୋଜ । ଫାଇଲ ନମ୍ବର ଜେଟିଏ/୨୦୦୬ ପିଟି ଓ ଜେଟିଏ/ ୨୦୧୪ ମିଳୁ ନାହିଁ ।

ଏ ସମ୍ପର୍କରେ ଆଇନ ବିଭାଗର ଡେପୁଟି ସେକ୍ରେଟାରୀ ବିଭାଗୀୟ ସମସ୍ତ କର୍ମଚାରୀମାନଙ୍କୁ ୧୮ତାରିଖରେ ଚିଠି ଲେଖିଛନ୍ତି । ତୁରନ୍ତ ଏହି ଦୁଇ ଫାଇଲ ଖୋଜି ବାହାର କରିବାକୁ ଆଇନ ବିଭାଗ ଡେପୁଟି ସେକ୍ରେଟାରୀ ତାଗିଦ୍ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼