Masthead

ଆଜି ଓ କାଲି ସ୍କୁଲ ଓ ଅଙ୍ଗନୱାଡି ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ । ରାଜ୍ୟରେ ବୃଦ୍ଧି ପାଉଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଜି ଏବଂ କାଲି ୨ ଦିନ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ ରହିବ । ପୂର୍ବରୁ ଏପ୍ରିଲ ୧୨ରୁ ୧୬ ତାରିଖ ଯାଏଁ ଛୁଟି ଘୋଷଣା କରାଯାଇଥିଲା । ୧୭ ତାରିଖରେ ସ୍କୁଲ ଖୋଲିବା ପରେ ସକାଳ ସାଢେ ୬ଟାରୁ ୧୧ଟା ଯାଏଁ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି