Masthead

କଲବଲ କରୁଛି ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜଳୁଛି ଓଡ଼ିଶା । କଲବଲ କରୁଛି ଖରା । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜଲ୍ଲା ପାଇଁ ହିଟୱେବ୍ ସତର୍କତା ଜାରି କରାଯାଇଛି । ବାରିପଦା କିମ୍ବା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାରଦ ଅଧିକ ରହିବ । ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଆହୁରି ୨ ଦିନ ତାତିରୁ ମୁକ୍ତି ମିଳିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ