Masthead

ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ । ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ ସେବା । ତେବେ କିଛି ଅଞ୍ଚଳରେ ଇଣ୍ଟରନେଟ ସେବା ଚାଲୁ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଲିଜ ଲାଇନ ନେଇଥିବା ବ୍ୟବସାୟିକ ଅନୁଷ୍ଠାନରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ । କୁଚିଣ୍ଡା, ରେଢାଖୋଲ, ନାକଟିଦେଉଳ, ଜୁଜୁମରା, ବାମରା ଓ ଜମନକିରା ବ୍ଲକ ଅଞ୍ଚଳରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ