Masthead

ସୁଦାନ ସଂଘର୍ଷ, ମୃତ୍ୟୁସଂଖ୍ୟା ୨୦୦କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୪ ଦିନ ହେଲା ସୁଦାନରେ ସେନା ଜେନେରାଲ ଓ ଅର୍ଦ୍ଧସାମରିକ ବଳ ମଧ୍ୟରେ ଚାଲିଛି ଘମାଘୋଟ ଲଢ଼େଇ । ଗୁଳି ବିନିୟମ ଜାରି ରହିଥିବା ଦେଖି ରାଜଧାନୀ ଖାର୍ତୁମ ସମେତ ଦେଶର ବିଭିନ୍ନ ଭାଗରେ ଲକ୍ଷ ଲକ୍ଷ ଲୋକ ଘରୁ ବାହାରୁ ନାହାନ୍ତି। ସୋମବାର ଆମେରିକୀୟ ଦୂତାବାସର ସୁରକ୍ଷା ଗାଡ଼ି ଓ ୟୁରୋପୀୟ ସଂଘ (ଇୟୁ) ପ୍ରତିନିଧିଙ୍କ ଘରକୁ ଟାର୍ଗେଟ କରାଯାଇଥିଲା।

ସୁଦାନକୁ ନିଜ ନିୟନ୍ତ୍ରଣକୁ ନେବା ପାଇଁ ଚାଲିଥିବା ଏହି ସଂଘର୍ଷରେ କେତେଜଣ ଭାରତୀୟଙ୍କ ସମେତ ପ୍ରାୟ ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାସତ୍ତ୍ୱେ ସେନା ମୁଖ୍ୟାଳୟ ଓ ଏୟାରପୋର୍ଟ ସମେତ କେତେକ ସ୍ଥାନରେ ହିଂସା ଦେଖିବାକୁ ମିଳିଛି। ଶନିବାର ସଂଘର୍ଷ ଆରମ୍ଭ ହେବା ପରଠୁ ଅଦ୍ୟାବଧି ୨୦୦ରୁ ଊର୍ଦ୍ଧ୍ୱ ନିହତ ହୋଇଥିବାବେଳେ ୧,୮୦୦ରୁ ଅଧିକ ଆହତ ହେଲେଣି। ପ୍ରକୃତ ମୃତ୍ୟୁସଂଖ୍ୟା ଆହୁରି ଅଧିକ ହେବ ବୋଲି କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ