Masthead

ଗଛରୁ ପଡ଼ି ବୃଦ୍ଧ ମୃତ

ବସ୍ତା(ବଡ଼ ଖବର ବ୍ୟୁରୋ): ଆମ୍ବ ବିଛାଇବାକୁ ଯାଇ ଗଛରୁ ପଡ଼ି ବୃଦ୍ଧଙ୍କ ମୃତ୍ୟୁ । ବସ୍ତା ଥାନା ମୁଳିଦା ଗ୍ରାମରେ ଅଘଟଣ। ଆମ୍ବ ବିଛାଇବାକୁ ଯାଇ ଗଛରୁ ପଡ଼ି ୭୦ ବର୍ଷର ବୃଦ୍ଧ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ମୃତ୍କ ହେଉଛନ୍ତି ମୃତ୍ୟୁଞ୍ଜୟ ମହାନ୍ତି । ମୃତ୍ୟୁଞ୍ଜୟ ନିଜ ବାଡ଼ି ଆମ୍ବ ଗଛରୁ ଆମ୍ବ ଵିଛାଇବାକୁ ଗଛରେ ଚଢିଥିଲେ । ହଠାତ୍ ପାଦ ଖସିବାରୁ ମୃତ୍ୟୁଞ୍ଜୟ ଗଛ ତଳକୁ ଖସିପଡ଼ିଥିଲେ। ତାଙ୍କୁ ପରିବାର ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାରକରି ବସ୍ତା ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ