Masthead

ରାଜ୍ୟରେ ୨୧ ପରେ କମିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିଆଁ ବର୍ଷା । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ତାତି । ରାଜ୍ୟରେ ଅଧିକାଂଶ ଅଂଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଗତ ୨୪ ଘଂଟାରେ ଦେଶର ଉତପ୍ତ ସହର ଭାବେ ଝାରସୁଗୁଡ଼ା ଓ ବାରିପଦା ରେକର୍ଡ ହୋଇଛି । କଟକ ଓ ଖୋର୍ଦ୍ଧା ସମେତ ୧୧ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ହୋଇଛି । ଆସନ୍ତାକାଲି ୬ଟି ଜିଲ୍ଲାକୁ ହିଟୱେଭ ପାଇଁ ସତର୍କ କରାଯାଇଛି ।

ଝାରସୁଗୁଡାରେ ୪୩.୨ଡିଗ୍ରୀ ତାପାମତ୍ରା ରେକର୍ଡ ହୋଇଛି । ସେହିପରି ସମ୍ବଲପୁରରେ ୪୨ ଦଶମିକ ୮ ଡିଗ୍ରୀ, ଭୁବନେଶ୍ୱରରେ ୪୧ ଦଶମିକ ୬ ଡିଗ୍ରୀ, ହୀରାକୁଦରେ ୪୧.୬, ଚାନ୍ଦବାଲିରେ ୪୦.୬, କେନ୍ଦୁଝରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି । ରାଜ୍ୟରେ ୨୧ ପରେ କମିବ ତାପମାତ୍ରା । ୨୨ ଓ ୨୩ରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା