Masthead

ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ତାପମାତ୍ରା । ତତଲା କଡେଇରେ ଭାଜି ହେଉଛି ସାରା ଓଡ଼ିଶା । ଆଜି ପାଇଁ ୬ଜିଲ୍ଲାକୁ ହିଟୱେଭ ଜାରି କରାଯାଇଛି । ରାଜ୍ୟରେ ସକାଳ ୮ରୁ ନିଆଁ ବର୍ଷା ହେଉଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ହିଟୱେଭ ଜାରି କରାଯାଇଛି। ୨୧ ପରେ ତାତି କମିବ । କାଳବୈଶାଖୀ ପ୍ରଭାବରେ ୨୧ରୁ ୨୩ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସହରର ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ । ୨୧ ତାରିଖରେ ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ