ଝାରସୁଗୁଡ଼ା ଉପନିର୍ବାଚନ, ଆଜି ନାମାଙ୍କନର ଶେଷ ଦିନ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ନାମାଙ୍କନର ଶେଷ ଦିନ । ୩ ପ୍ରମୁଖ ଦଳ ସହ ସ୍ୱାଧୀନ ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରି ସାରିଛନ୍ତି । ଘରକୁ ଘର ବୁଲି ମଧ୍ୟ ପ୍ରଚାର ଆରମ୍ଭ କରି ସାରିଛନ୍ତି ପ୍ରାର୍ଥୀ । ବିଜେଡିରୁ ଦୀପାଲି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ, କଂଗ୍ରେସରୁ ତରୁଣ ପାଣ୍ଡେ ବିଶାଳ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଥିଲେ । ଝାରସୁଗୁଡ଼ାରେ ଭଲ ପ୍ରଦର୍ଶନ କରିବା ପାଇଁ ୩ ଦଳ ଅଣ୍ଟା ଭିଡ଼ିଛନ୍ତି । ଆଜି ଶେଷ ହେଉଛି ନାମାଙ୍କନ ଦାଖଲ ପ୍ରକ୍ରିୟା । କାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୪ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହର, ଏବଂ ମେ’ ୧୦ ତାରିଖରେ ଭୋଟ ଗ୍ରହଣ ହେବ ଓ ୧୩ ତାରିଖରେ ଫଳ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ